ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ୬ଟି ଗେଟ୍‌

ସମାଜ ଡିଜିଟାଲ ଡେସ୍କ: ଉପରମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ହୀରାକୁଦ ଡ୍ୟାମ୍‌ର ୬ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ମୋଟ୍‌ ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ବାମ ପାର୍ଶ୍ବର ୪ଟି ଓ ଡାହାଣ ପାର୍ଶ୍ବର ୨ଟି ଗେଟ୍‌ ଖୋଲାଯାଇଥିବା ଜଣାପଡ଼ିଛି।

Comments are closed.