www.samajalive.in
Saturday, December 6, 2025
26.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ୬ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ ବର୍ଷା ପରେ ଫୁଲୁଛି ହୀରାକୁଦ, ବଢୁଛି ଜଳସ୍ତର। ଆଜି ହୀରାକୁଦ ଡ୍ୟାମ୍‌ର ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଫଳରେ ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଗେଟ୍ ଖୋଲିବା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଇଥିଲା। ଉପରମୁଣ୍ଡରେ ବର୍ଷା ଯୋଗୁଁ ଡ୍ୟାମ୍‌ର ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମର ଜଳପତ୍ତନ ୬୨୧.୯୭ ଫୁଟରେ ପହଞ୍ଚିଛି। ୨୦ଟି ଗେଟ୍ ଦେଇ ପାଖାପାଖି ୩ଲକ୍ଷ ଘନଫୁଟ୍ ଜଳ ନିଷ୍କାସିତ ହେଉଥିବା ସୂଚନା ମିଳିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories