www.samajalive.in
Friday, December 5, 2025
26.1 C
Bhubaneswar

୪ଟି ଗେଟ୍‌‌ ବନ୍ଦ, ୧୪ଟି ଗେଟ୍‌‌ ଦେଇ ହୀରାକୁଦରୁ ହେଉଛି ବନ୍ୟାଜଳ ନିଷ୍କାସନ

ଡେସ୍କ: ହୀରାକୁଦ ଡ୍ୟାମ୍‌‌ର ଆଉ ୪ଟି ଗେଟ୍‌‌ ବନ୍ଦ କରାଯାଇଛି ଫଳରେ ଏବେ ୧୪ଟି ଗେଟ ମଧ୍ୟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଡ୍ୟାମର ବାମପାର୍ଶ୍ୱରେ ୧୦ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌‌ ଖୋଲା ରହିଛି। ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୧୧.୮୫ ଫୁଟ୍‌‌ ରହିଛି। ଡ୍ୟାମ ମଧ୍ୟକୁ ୧ ଲକ୍ଷ ୫୭ ହଜାର ୨୭୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୯ ହଜାର ୭୪୦ କ୍ୟୁସେକ୍‌‌ ଜଳ ନିଷ୍କାସିତ ହେଉଛି।

ପାକିସ୍ତାନରେ ସିଆ-ସୁନ୍ନି ବିବାଦ, ଗଲାଣି ୪୮ ଜୀବନ

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories