www.samajalive.in
Saturday, December 6, 2025
19.1 C
Bhubaneswar

୩୬ ଘଣ୍ଟାରେ ଅବପାତ! : ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍

ସମ୍ବଲପୁର: ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା କ୍ରମଶଃ ପଶ୍ଚିମ -ଉତ୍ତର ପଶ୍ଚିମ ଆଡକୁ ମୁହାଁଇବା ନେଇ ସୂଚନା ରହିଛି। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳକୁ ଗତି କରିବ। ଏବଂ  ଆଗାମୀ ୩୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳ ଭଣ୍ଡାରର ଆଉ ୪ଟି ଗେଟ୍ ଖୋଲାଯାଇଛି।  ବର୍ତ୍ତମାନ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ଡ୍ୟାମ୍‌ର ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲାଯାଇଛି। ଗତ ୨୮ ତାରିଖରେ ହୀରାକୁଦକୁ ଜଳ ପ୍ରବେଶ କମୁଥିବାରୁ ୧୨ଟି ଗେଟ୍ ବନ୍ଦ କରାଯାଇଥିଲା।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories