www.samajalive.in
Monday, December 8, 2025
20.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ୩ ଗେଟ୍‍

ହୀରକୁଦ : ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ପୂର୍ବରୁ ହୀରାକୁଦ ଜଳଭଣ୍ଡାର ଗେଟ୍‍ ଖୋଲା ଯାଇ ବନ୍ୟା ଜଳ ନିଷ୍କାସନ ହେଉଥିବା ବେଳେ ଆଜି ଖୋଲିଲା ହୀରାକୁଦ ଡ୍ୟାମ୍‍ର ଆଉ ୩ଟି ଗେଟ୍‍। ବର୍ତ୍ତମାନ ମୋଟ ୮ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପଟରୁ ୫ଟି ଓ ଡାହାଣ ପଟରୁ ୩ଟି ଗେଟ୍‍ ଖୋଲା ଯାଇଛି। ବର୍ତ୍ତମାନ ଜଳସ୍ତର ୬୧୪.୫୬ ଫୁଟ ରହିଛି। ଡ୍ୟାମ ମଧ୍ୟକୁ ୧ଲକ୍ଷ ୩୨ ହଜାର ୮୨୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ଯୋଗୁଁ ଗେଟ୍‍ ଖୋଲା ଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories