ହୀରାକୁଦ : ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ୍ ଖୋଲିଲା। ଏବେ ମୋଟ ୪୬ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ ଜାରି ରହିଛି।ଡ଼୍ୟାମରେ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବାବେଳେ ଏବେ ଜଳ ପତନ ୬୨୬.୮୯ ରହିଛି। ଡ୍ୟାମ୍ ଭିତରେ ପ୍ରବେଶ କରୁଛି ୮ ଲକ୍ଷ ୭୮ ହଜାର ୬୦୭ କ୍ୟୁସେକ୍ ଜଳ। ସେହିଭଳି ଡ୍ୟାମରୁ ୭ଲକ୍ଷ ୫୭ ହଜାର ୭୯୬କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।
Popular Categories



