www.samajalive.in
Sunday, December 7, 2025
26.1 C
Bhubaneswar

ହୀରାକୁଦର ବନ୍ଦ ହେଲା ୮ଟି ଗେଟ, ଜଳସ୍ଥର ୬୨୩.୯୧ ଫୁଟ

ଡେସ୍କ: ରାଜ୍ୟର ଅଧିକାଂଶ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଗତ ୨ ଦିନ ହେବ ବର୍ଷା ପରିମାଣ ହ୍ରାସ ପାଇଥିବାରୁ ଆଜି ହୀରାକୁଦର ୮ଟି ଗେଟ ବନ୍ଦ କରାଯାଇଛି। ସୂଚନା ଅନୁଯାୟୀ, ଏବେ ୩୨ ଗେଟ ମଧ୍ୟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରରେ ଏବେ ଜଳସ୍ଥର ୬୨୩.୯୧ ଫୁଟ ରହିଛି। ହୀରାକୁଦର ଡାହାଣ ପାର୍ଶ୍ୱରେ ୮ଟି ଏବଂ ବାମ ପାର୍ଶ୍ୱରେ ୨୪ଟି ଗେଟ ଖୋଲା ରହିଛି।

ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୨୪ ହଜାର ୭୮୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୫ ଲକ୍ଷ ୪୫ ହଜାର ୪୭୧ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories