www.samajalive.in
Friday, December 5, 2025
26.1 C
Bhubaneswar

ତାତିରୁ ତ୍ରାହି ନାହିଁ, ଆହୁରି ଜଳାଇବ ୫ ଦିନ

ଭୁବନେଶ୍ବର : ଡହ ଡହ ଖରାରେ ସିଝୁଛି ସାରାଓଡ଼ିଶା। ତାତି ଆହୁରି ଜଳାଇବ ୫ ଦିନ। ଆଗାମୀ ୫ ଦିନ ଯାଏ ତାପମାତ୍ରାର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୬ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସୋମବାର ପାଇଁ ୧୫ ଜିଲାକୁ ଅରେଞ୍ଜ ପାଣିପାଗ ବିଭାଗ ୱାର୍ଣ୍ଣି ଜାରି କରିଛି । ସେଇ ଜିଲାଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବରଗଡ଼, ନୟାଗଡ଼, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories