www.samajalive.in
Monday, December 8, 2025
14.1 C
Bhubaneswar

ନିଆରା ଢଙ୍ଗରେ ହୋଲି ପାଳିଲେ ଥାନା ଅଧିକାରୀ

ଗଞ୍ଜାମ : ପବିତ୍ର ହୋଲି ଉତ୍ସବ ନିଆରା ଢଙ୍ଗରେ ପାଳନ କରିଛନ୍ତି ଗଞ୍ଜାମ ଥାନା ଅଧିକାରୀ ସୁମିତ୍ରା ପାତ୍ର । ସେ  ଛତ୍ରପୁର ବ୍ଲକ ସୁନ୍ଦରପୁରଠାରେ ଥିବା ଭିନ୍ନକ୍ଷମ ଶିବିର ଯାଇ ଦିବ୍ୟାଙ୍ଗ ମାନଙ୍କ ସାଥିରେ ହୋଲି ଖେଳିବା ସହ ମିଷ୍ଟାନ ବଣ୍ଟନ କରିଥିଲେ । ଏଥିସହ ଆର୍ଥିକ ସହାୟତା ମଧ୍ୟ କରିଛନ୍ତି। ହୋଲି ପାଳନ ବେଳେ ପୂର୍ବତନ କାଉନସିଲର ଦୁର୍ଗା ମାଧବ ପାଣିଗ୍ରାହୀ, ଯୁବ ସ୍ବେଛାସେବୀ, ସଞ୍ଜୟ କୁମାର ସ୍ୱାଇଁଙ୍କ ସମେତ ଗଞ୍ଜାମ ଥାନା ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ । ଥାନା ଅଧିକାରୀ ଙ୍କ ଏଭଳି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟସୀ ପ୍ରଶଂସା କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories