www.samajalive.in
Monday, December 8, 2025
14.1 C
Bhubaneswar

ହୋଲି ଅଘଟଣ : କାଠଯୋଡ଼ି ନଦୀରେ ବୁଡ଼ି ୨ଜଣଙ୍କର ମୃତ୍ୟୁ

କଟକ :  ହୋଲିଖେଳ ସାରି କାଠଯୋଡ଼ି ନଦୀର ୪୨- ମୌଜା ଘାଟରେ ଗାଧୋଉଥିବା ସମୟରେ ବୁଡ଼ି ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦୁଇଜଣ କଟକ ନେତାଜୀନଗରର ବୋଲି ଜଣାପଡ଼ିଛି। ଗାଧୋଉଥିବା ସମୟରେ ଅସାବଧାନତା ହେତୁ ଜଣଙ୍କର ଗୋଡ଼ ଖସିଯାଇଥିବା ବେଳେ ଅନ୍ୟ ଜଣେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ବୁଡ଼ିଯାଇଥିଲେ ବୋଲି ସ୍ଥାନୀୟ
ଲୋକେ କହିଛନ୍ତି।

ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି ପରେ ସେମାନଙ୍କୁ ଉଦ୍ଧାର କରି କଟକ ବଡମେଡ଼ିକାଲ ପଠାଇଥିଲା। ତେବେ ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories