www.samajalive.in
Saturday, December 6, 2025
26.1 C
Bhubaneswar

ତାଲିମ ବେଳେ ଟଳିପଡ଼ିଲେ ଗୃହରକ୍ଷୀ

ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ଅଫିସରେ ବୁଧବାର ଏକ ଅଘଟଣ ଘଟିଛି। ତାଲିମ ବେଳେ ଜଣେ ଗୃହରକ୍ଷୀଙ୍କ ମୃତ୍ୟୁ ଘଟିଛି। ମୃତ ଗୃହରକ୍ଷୀଙ୍କ ନାମ ବାସୁଦେବ ମାନସିଂହ ବୋଲି ଜଣାପଡ଼ିଛି। ରିଫ୍ରେସର କୋର୍ସ ପାଇଁ ତାଲିମ ଦିଆଯାଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି। ଏନେଇ ସହିଦନଗର ଥାନା ପୁଲିସ ତଦନ୍ତ ଜାରି ରଖିଛି। ଏଠାରେ ସୂଚନାଯୋଗ୍ୟ, ବାସୁଦେବ ଏୟାରଫିଲ୍ଡ ଥାନାରେ କାର୍ଯ୍ୟରତ ଥିଲେ।

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories