www.samajalive.in
Sunday, December 7, 2025
14.1 C
Bhubaneswar

ବିଦେଶ ଫେରନ୍ତାଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ

ନୂଆଦିଲ୍ଲୀ :  ବିଦେଶରୁ ଫେରୁଥିବା ଲୋକଙ୍କ ପାଇଁ ଗୃହ ସଙ୍ଗରୋଧ ବାଧ୍ୟତାମୂଳକ କରାଯାଇଛି । ବିଦେଶ ଫେରନ୍ତା  ୭ ଦିନ ଗୃହ ସଙ୍ଗରୋଧରେ ରହିବା ପାଇଁ କେନ୍ଦ୍ର ସରକାର ଏହି ନୂଆ ମାର୍ଗଦର୍ଶୀକା ଜାରି କରିଛନ୍ତି । ଆସନ୍ତା ୧୧ ତାରିଖରୁ ଏହା ଲାଗୁ ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନୂତନ ମାର୍ଗଦର୍ଶୀକା ଜାରି  କରାଯାଇଛି।

କରୋନା ରିପୋର୍ଟ ନେଗେଟିଭ ଆସିଲେ ମଧ୍ୟ ଗୃହ ସଙ୍ଗରୋଧକୁ ବାଧ୍ୟତାମୂଳକ କରାଯାଇଛି । ତେବେ ରିପୋର୍ଟ ପଜିଟିଭ ଆସିଲେ ଜେନମ୍ ସିକ୍ବୁଏନ୍ସିଂ ପାର୍ଇ ନମୁନା ପଠାଯିବ ବୋଲି କୁହାଯାଇଛି । ଓମିକ୍ରନ ସଂକ୍ରମଣ ବୃଦ୍ଧି ପରିପ୍ରେକ୍ଷୀରେ ଏହି ନିଷ୍ପତ୍ତି ନିଆଯାଇଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories