www.samajalive.in
Sunday, December 14, 2025
19.1 C
Bhubaneswar

ପୁଲିସ ପ୍ରଶିକ୍ଷଣ ସମୟରେ ମହୁମାଛି ଆକ୍ରମଣ, ଟିଆଇଙ୍କ ମୃତ୍ୟୁ

ଭୋପାଳ : ମଧ୍ୟପ୍ରଦେଶର ଉଜ୍ଜୟିନୀ ରାଜ୍ୟ ପୁଲିସ ଟ୍ରେନିଂ ସେଣ୍ଟରରେ ବୁଧବାର ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି । ଏଠାରେ ମହୁମାଛି ଆକ୍ରମଣରେ ୫-୬ ଜଣ ପୁଲିସ ଅଧିକାରୀ ଆହତ ହୋଇଛନ୍ତି । ଘଟଣାରେ ଜଣେ ଟିଆଇଙ୍କ ମୃତ୍ୟୁ ହେବା ସହ ୫ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ମିଳିବା ପରେ ବରିଷ୍ଠ ଅଧିକାରୀ ହସ୍ପିଟାଲ ପହଞ୍ଚି ଘଟଣାର ଯାଞ୍ଚ କରିଛନ୍ତି ।

ପାର୍କିଂ ନିକଟରେ ଏକ ଗଛରେ ମହୁମାଛି ବସା କରିଥିଲେ । ଟ୍ରେନିଂ ସମୟରେ ଝଡ ତୋଫାନ ହେବାରୁ ମହୁମାଛି ବସା କ୍ଷତିଗ୍ରସ୍ତ ହୋଇଥିଲା । ଏହା ପରେ ମହୁମାଛିମାନେ ଉପସ୍ଥିତ ପୁଲିସ ଅଧିକାରୀଙ୍କୁ ଆକ୍ରମଣ କରି ଗୁରୁତର କରିଦେଇଥିଲେ । ଏହାପରେ ସେଠାରେ ଦୌଡାଦୌଡିରେ କିଛି ଆହତ ହୋଇଥିଲେ । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ସମୟରେ ଇନ୍ସପେକ୍ଟର ଧୁର୍ବେଙ୍କ ମୃତ୍ୟୁ ହୋଇଥିଲା ।

୬ରୁ ଉତ୍କଳ ବିଲ୍ଡର୍ସର ‘ଉତ୍କଳ ଗ୍ରାଣ୍ଡ ପ୍ରପର୍ଟି ସେଲ୍ କାର୍ଣ୍ଣିଭାଲ୍’

- Advertisement -

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories