www.samajalive.in
Sunday, December 7, 2025
13.1 C
Bhubaneswar

ଉଗ୍ରରୂପ ଧାରଣ କରୁଛି ହଙ୍ଗକଙ୍ଗରେ ସରକାର ବିରୋଧି ପ୍ରଦର୍ଶନ

ହଙ୍ଗକଙ୍ଗ : ହଜାର ହଜାର ସଂଖ୍ୟାରେ ସରକାର ବିରୋଧି ସମର୍ଥକ ରବିବାର ହଙ୍ଗକଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି, ଫଳରେ ଏହା ଉଗ୍ର ରୂପ ଧାରଣ କରିଛି । ଗଣତନ୍ତ୍ର ସପକ୍ଷବାଦୀମାନଙ୍କର ଏହି ପ୍ରଦର୍ଶନରେ ଆଜି ପ୍ରାୟ ୧୦ ହଜାର ଲୋକ ସାମିଲ ହୋଇଥିଲେ।

ଶନିବାର ସେଠାରେ ପୁଲିସ ବିକ୍ଷୋଭକାରୀମାନଙ୍କୁ ଘଉଡ଼ାଇବାପାଇଁ ରବର ଗୁଳି ଓ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା। ଫଳରେ ଏହି ଆନ୍ଦୋଳନ ତୀବ୍ର ଆକାର ଧାରଣ କରିଛି। ପ୍ରଶାସନ ଏବଂ ପୁଲିସର ପ୍ରତିବନ୍ଧକ ସତ୍ତ୍ବେ ବିଭିନ୍ନ ସ୍ଥାନରେ ବିକ୍ଷୋଭକାରୀମାନେ ଏକତ୍ରିତ ହୋଇଛନ୍ତି । ପ୍ରଶାସନ ପକ୍ଷରୁ ଗୋଟିଏ ସ୍ଥାନରେ ର‍୍ୟାଲି କରିବାପାଇଁ ଅନୁମତି ଦିଆଯାଇଥିବାବେଳେ ବିକ୍ଷୋଭ କାରୀମାନେ ବିଭିନ୍ନ ସ୍ଥାନରେ ଏକତ୍ରିତ ହୋଇ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories