www.samajalive.in
Wednesday, December 10, 2025
18.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୦/୦୫/୨୦୨୨

ମେଷ :  କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ବୃଷ : ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ଚରିତ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ସୁଖୀ ହେବେ।

ମିଥୁନ : ଈଶ୍ବରୀୟ ଚେତନାରେ ଉଦ୍‌ବୃଦ୍ଧ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କର୍କଟ :  ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କ ସହାୟତା ପାଇ ଖୁସି ହେବେ। ଧନାଗମ ହେବ।

ସିଂହ :  ଆୟ ଅଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉତ୍ତମ ମାନର ହେବ।

କନ୍ୟା : କର୍ମଚଞ୍ଚଳ ରହିବେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ। କାର୍ଯ୍ୟରେ ବିଘ୍ନ ଉପୁଜାଇବାକୁ ଚେଷ୍ଟିତ ବ୍ୟକ୍ତି ବିଫଳ ହେବେ। ସାହସୀ ଓ ଜ୍ଞାନୀ ହେବେ। ସ୍ବାସ୍ଥ୍ୟ ପାଇଁ ଧନ ବ୍ୟୟ ହେବ।

ତୁଳା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବିଛା : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର : ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ।

କୁମ୍ଭ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ଲେଖାପଢ଼ା ମହନୀୟ ହେବ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ମୀନ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚତୁର ଓ ଶତ୍ରୁଦମନକାରୀ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories