www.samajalive.in
Sunday, December 14, 2025
17.1 C
Bhubaneswar

ଶୁକ୍ରବାର ରାଶିଫଳ (୨୯/୧୦/୨୦୨୧)

ମେଷ :  ନିଜ ଅର୍ଜିତ ଧନରେ ଧନୀ ହୋଇପାରନ୍ତି। ଖାଦ୍ୟ, ପାନୀୟ ସୁଖକର ହେବ। ଯାନ-ବାହନ ସୁଖ ମିଳିବ। ସୁସ୍ଥ ଓ ନିରାମୟ ରହିବେ। ଗୃହ ପରିବେଶ ଉତ୍ତମ ମାନର ହେବ। ପରିଶ୍ରମର ମୂଲ୍ୟ ମିଳିପାରେ।

ବୃଷ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ବିନା ବାଧାବିଘ୍ନରେ ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଠାକୁରଙ୍କ ଦର୍ଶନ ମିଳିବ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିବ। ସରକାରଙ୍କ ପ୍ରିୟପାତ୍ର ହେବେ।

ମିଥୁନ : ସାମାଜିକ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ତ୍ୟାଗଶୀଳ ହୋଇପାରନ୍ତି। ମତିମାନ୍‌ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ସୁଖୀ ହେବେ।

କର୍କଟ : ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

ସିଂହ : ଧର୍ମକାର୍ଯ୍ୟରେ ଧନବ୍ୟୟ କରିପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ଓହରି ଯାଇପାରନ୍ତି। ସେବା କାର୍ଯ୍ୟ ପ୍ରତି ମନ ବଳାଇ ପାରନ୍ତି। ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବେ। କଥା ମଧୁର ଯୋଗୁଁ ଆଦର ମିଳିବ। ଯାତ୍ରା ଶୁଭଦାୟକ ହେବ।

କନ୍ୟା : ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ଅର୍ଥ ସହାୟତା ମିଳିବ।

ତୁଳା :  ଆୟ ଊଣା ହେବ ନାହିଁ। କର୍ମରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତି ଉନ୍ନତମାନର ହେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ସୁସମ୍ବାଦ ପାଇ ଖୁସି ହେବେ। ବିବାଦରେ ବିଜୟୀ ହେବେ।

ବିଛା : ଶ୍ରମ ସାର୍ଥକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ଲାଭବାନ୍‌ ହେବେ। ଅଧିକ କ୍ଷମତା ହାତକୁ ଆସିବ ଓ ତା’ର ସଦ୍‌ ବ୍ୟବହାର କରି ପ୍ରଶଂସନୀୟ ହେବେ। ବିବାଦରେ ବିଜୟୀ ହେବେ।

ଧନୁ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଧର୍ମପ୍ରିୟ ହେବେ। ଅଭିଜ୍ଞତାର ସଦୁପଯୋଗ କରି ପ୍ରଶଂସନୀୟ ହେବେ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।

ମକର : ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରକୁ ଊଳମୟ କରି ଗଢ଼ି ତୋଳିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିଛି । ପ୍ରୀତିଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।

କୁମ୍ଭ : ବନ୍ଧୁମାନଙ୍କ ସହାୟତା ପାଇ ଆଶ୍ବସ୍ତ ହେବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ପାଇ ଖୁସି ହେବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଋଣ ପରିଶୋଧ କରିପାରନ୍ତି।

ମୀନ : ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମଚଞ୍ଚଳ ରହିବେ। ଧାର୍ମିକ, ତେଜସ୍ବୀ, ଉତ୍ତମ ଦାୟିତ୍ବ ସମ୍ପନ୍ନ ହେବାର ସୂଚନା ମିଳୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories