ଆପଣଙ୍କ ରାଶି କଣ? ଜାଣନ୍ତୁ ଏ ସପ୍ତାହର ରାଶିଫଳ

ମେଷ: ରବିବାର ଓ ସୋମବାର କର୍ମ ଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯତ୍ନଶୀଳ ହେବେ। ଜଗିରଖି ଚଳିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠା ଯୁକ୍ତ ହେବେ। ଯଶ, ମାନ, ଗୌରବ ପ୍ରାପ୍ତ ହେବ। ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ କରିବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରିବା ସହ ବସ୍ତ୍ରଦାନ କରନ୍ତୁ। ବୃଷ: … Continue reading ଆପଣଙ୍କ ରାଶି କଣ? ଜାଣନ୍ତୁ ଏ ସପ୍ତାହର ରାଶିଫଳ