ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। କର୍ମକ୍ଷେତ୍ରରେ ଅସୁବିଧା ଦେଖାଦେବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ଯଶ, ମାନ, ଗୌରବ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ ଓ ବସ୍ତ୍ରଦାନ କରନ୍ତୁ। ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ମଧ୍ୟମ ସଫଳତା ପାଇବେ। ଆୟ ବୃଦ୍ଧି … Continue reading ଭାଗ୍ୟଫଳ ଏ ସପ୍ତାହର
Copy and paste this URL into your WordPress site to embed
Copy and paste this code into your site to embed