www.samajalive.in
Friday, December 5, 2025
20.1 C
Bhubaneswar

ଗୋପାଳପୁରରେ ୩ ଦିନ ହୋଟେଲ ମନା

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବାତ୍ୟା ମନ୍ଥାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଗୋପାଳପୁରର ସମସ୍ତ ହୋଟେଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୭ ତାରିଖରୁ ୩ ଦିନ ପାଇଁ ହୋଟେଲ ଗୁଡ଼ିକୁ ବନ୍ଦ ରଖିବା ସହ ସମସ୍ତ ବୁକିଂ ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ନିର୍ଦ୍ଦେଶାବଳୀକୁ ଅମାନ୍ୟ କରନ୍ତି, ତେବେ ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ବ୍ୟବସ୍ଥା ଅନୁଯାୟୀ ଗମ୍ଭୀରତାର ସହ ବିଚାର କରାଯିବ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories