www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ହଟ୍ଟଗୋଳ, ଗୃହ ୪ଟା ଯାଏଁ ମୁଲତବି

ଡେସ୍କ : ରାଜ୍ୟ ବିଧାନସଭା ପ୍ରଶ୍ନକାଳରେ ଆଜି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି।
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗରେ ବିରୋଧୀ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ବିରୋଧୀ ବିଜେପି ଓ କଂଗ୍ରେସ ଦଳର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ। ତେଣୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି।

ଆଜି ଗୃହ କାର୍ଯ୍ୟ ଆରମ୍ଭରେ ପ୍ରଥମେ ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ପରେ ପ୍ରଶ୍ନକାଳରେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories