ଭୁବନେଶ୍ୱର : ସୋମବାର ବିଧାନସଭା ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଗୃହର ମଧ୍ୟଭାଗକୁ ଆସି ଶାସକ ଓ ବିରୋଧୀ ସଦସ୍ୟଙ୍କ ମଧ୍ୟରେ ହଟ୍ଟଗୋଳ ସୃଷ୍ଟି ହେବା ସହ ମଣ୍ଡି ଅବ୍ୟବସ୍ଥା ନେଇ ବିରୋଧୀ ହଟ୍ଟଗୋଳ କରିଛନ୍ତି। ଏହାସହ ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗିବା ଦାବିରେ ଶାସକ ଦଳ ହଟ୍ଟଗୋଳ କରିଛନ୍ତି। ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି ଘୋଷଣା କରାଯାଇଛି।
Popular Categories



