www.samajalive.in
Friday, December 5, 2025
20.1 C
Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘରେ ନିଆଁ ଲଗାଇଲେ ଦୁର୍ବୁତ୍ତ

ନିଆଳି: ନିଆଳି ତାମ୍ପଡା ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। କିଛି ଦୁର୍ବୁତ୍ତ ଗାଁରେ ଜଣଙ୍କ ଘର କାନ୍ଥ ଭାଙ୍ଗି ପଶିବା ପରେ ଘରେ ନିଆଁ ଲଗାଇଦେଇଛନ୍ତି। ନିଆଁରେ ଆସବାବପତ୍ର ଜଳିଯିବା ସହ ୪ ବଖରା ଘର ଜଳି ପୋଡି ପାଉଁଶ ହୋଇଯାଇଛି। ଘର ଭିତରେ ଥିବା ମହିଳା ଏବଂ ତାଙ୍କ ଦୁଇ ଶିଶୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ଘରେ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories