www.samajalive.in
Tuesday, December 9, 2025
17.1 C
Bhubaneswar

ମଧ୍ୟାହ୍ନ ଭୋଜନରେ ଝିଟିପିଟି, ୭୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ

ସୋର : ସୋର ସାଜନପୁର ପଞ୍ଚାୟତ ଉଦୟନାରାୟଣ ବିଦ୍ୟାପୀଠରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ମିଳିଛି ।  ମଧ୍ୟାହ୍ନ ଭୋଜନ ଖାଇବା ପରେ ୭୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ମଧ୍ୟାହ୍ନ ଭୋଜନରୁ ୨ଟି ଝିଟିପିଟି ବାହାରିଥିବା ଅଭିଯୋଗ ହୋଇଛି । ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଅଘଟଣ ପରେ ସ୍କୁଲ ଆଗରେ ହୋହଲ୍ଲା କରିଛନ୍ତି ଅଭିଭାବକ ।

ଫିଜିକ୍ସ ୱାଲା ପକ୍ଷରୁ ଜେଇଇ/ନିଟ୍ ଆଶାୟୀଙ୍କ ପାଇଁ ୨୫୦କୋଟିର ବୃତ୍ତିର ଶୁଭାରମ୍ଭ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories