ଏହି ୫ଟି ଉପାୟରେ ସେବନ କଲେ ତୁଳସୀ ପତ୍ର : ମିଳିବ ଅନେକ ଲାଭ..

ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷଙ୍କ ଖୁବ୍‌‌ ମହତ୍ତ୍ୱ ରହିଛି। ଏହି ବୃକ୍ଷ ପୂଜନୀୟ ହେବା ସହ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଆୟୁର୍ବେଦରେ ଜଡି-ବୁଟୀ ଭାବେ ଏହାର ବ୍ୟବହାର କରାଯାଏ। ତୁଳସୀ ପତ୍ରରେ ୧୦୦ରୁ ଅଧିକ ରୋଗକୁ ନଷ୍ଟ କରିବାର କ୍ଷମତା ରହିଛି। ଏହା ଅନେକ ଔଷଧୀୟ ଗୁଣରେ ଭରପୁର। ତୁଳସୀ ପତ୍ରକୁ ସଠିକ୍‌‌ ଉପାୟରେ ଏହାର ବ୍ୟବହାର କରାଗଲେ, ମାନସିକ ଦୁଃଶ୍ଚିନ୍ତା ଠାରୁ ଆରମ୍ଭ କରି ଅନେକ ରୋଗରୁ ମୁକ୍ତି ମିଳିପାରିବ। ଜାଣନ୍ତୁ.. ତୁଳସୀପତ୍ରକୁ ପିଲାଙ୍କୁ … Continue reading ଏହି ୫ଟି ଉପାୟରେ ସେବନ କଲେ ତୁଳସୀ ପତ୍ର : ମିଳିବ ଅନେକ ଲାଭ..