www.samajalive.in
Saturday, December 6, 2025
16.1 C
Bhubaneswar

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା : ସବୁ ପକ୍ଷଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିଥିବାବେଳେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଲାଗି କର୍ତ୍ତୃପକ୍ଷ ସମସ୍ତ ପକ୍ଷଙ୍କ ସହ ଆଲୋଚନା କରି ନିଷ୍ପତ୍ତି ଗ୍ରହଣ କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି। ପରୀକ୍ଷା ପରିଚାଳନା ନେଇ ଦଶମ ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ଯୁକ୍ତ-୨ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟକ୍ଷ, ପ୍ରଧାନଶିକ୍ଷକ ଏବଂ ଏଥିସହ ଜଡ଼ିତ ଅନ୍ୟମାନଙ୍କ ସହ ଆଲୋଚନା କରିବେ। ଉଭୟ ପରିଷଦର ସଭାପତି ଓ ଅଧ୍ୟକ୍ଷ ଆଲୋଚନା ବ୍ୟବସ୍ଥା କରିବାକୁ ଗଣଶିକ୍ଷା ବିଭାଗ ସୂଚନା ଦେଇଛନ୍ତି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories