www.samajalive.in
Friday, December 5, 2025
23.1 C
Bhubaneswar

ହ୍ୟୁମାନଙ୍କ ଦୁଇ ମ୍ୟାନେଜରଙ୍କ ନାଁରେ ଏତଲା

ସମାଜ ଡିଜିଟାଲ ଡେସ୍କ: ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ନେଇ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ହ୍ୟୁମାନଙ୍କ ମା ପୂର୍ବରୁ ଅଭିଯୋଗ ଆଣିଥିଲେ ଯେ ତାଙ୍କ ପୁଅକୁ ବ୍ୟବହାର କରାଯାଇଛି ଏବଂ ଜାଣି ଜାଣି ମାରି ଦିଆଯାଇଛି । ଆଜି ଏହି ଘଟଣାରେ ହ୍ୟୁମାନଙ୍କ ଦୁଇ ଜଣ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି ।

ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ କୁହାଯାଇଛି ଯେ ଷଡଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଛି । ବଲାଙ୍ଗୀରର ବିଭିନ୍ନ ସଂଗଠନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମା’ଙ୍କୁ ର୍ଦୁବ୍ୟବହାର ନେଇ ମଧ୍ୟ ଅଭିଯୋଗ ହୋଇଛି ।

- Advertisement -

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories