www.samajalive.in
Sunday, December 14, 2025
17.1 C
Bhubaneswar

ଏମ୍ସରେ ଭର୍ତ୍ତି ହେଲେ ହ୍ୟୁମାନ୍‌

ଭୁବନେଶ୍ବର: ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ ଏମ୍ସକୁ ନିଆଯାଇଛି।

ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ସ୍ନାୟୁ ଜନିତ ରୋଗ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଗତ ସେପ୍ଟେମ୍ବର ୨୫ ତାରିଖରେ ତାଙ୍କୁ ମେଡ଼ିସିନ୍ ୱାର୍ଡକୁ ଅଣାଯାଇଥିଲେ ବି, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories