www.samajalive.in
Sunday, December 14, 2025
23.1 C
Bhubaneswar

କାଟାଲିନ୍‍ ନୋବାକ୍‍ ହଙ୍ଗେରୀର ପ୍ରଥମ ମହିଳା ରାଷ୍ଟ୍ରପତି

ଡେସ୍କ: କାଟାଲିନ୍‍ ନୋବାକ୍‍ ହଙ୍ଗେରୀର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ଜାନୋସ୍‍ ଆଡର୍‍ ଏଥିପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ହଙ୍ଗେରୀ ସଂସଦ ଗତକାଲି କାଟାଲିନ୍‍ ନୋବାକ୍‍ଙ୍କୁ ଦେଶର ରାଷ୍ଟ୍ରପତି ଭାବେ ନିର୍ବାଚିତ କରିଛି। ସେ ନିର୍ବାଚିତ ହେବା ପରେ ଏକ ବିବୃତ୍ତିରେ କହିଛନ୍ତି, ସେ ଶାନ୍ତି ସ୍ଥାପନକୁ ଅଗ୍ରାଧିକାର ଦେବେ। ଶନିବାର ଦିନ କୋସୁତ୍‍ ସ୍କୋୟାରଠାରେ ସଂସଦ ସମ୍ମୁଖରେ ଉଦ୍‍ଘାଟନୀ ସମାରୋହ ଅନୁଷ୍ଠିତ ହେବ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories