www.samajalive.in
Friday, December 5, 2025
27.1 C
Bhubaneswar

ରାସାୟନିକ କାରଖାନାରେ ବଡ ବିସ୍ଫୋରଣ

ହାଇଦ୍ରାବାଦ: ହାଇଦ୍ରାବାଦ ପଣ୍ଟଞ୍ଚେରୁବୁ ଅଞ୍ଚଳରେ ଥିବା ସିଗାଚି ରାସାୟନିକ କାରଖାନାରେ ବଡ ବିସ୍ଫୋରଣ ଘଟିଛି । ପ୍ରାରମ୍ଭିକ ସୂଚନା ଅନୁସାରେ ଏହି ବିସ୍ଫୋରଣରେ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଯେ ଆଖପାଖରେ ଥିବା କୋଠାବାଡି ସବୁ ଥରି ଉଠିଥିଲା । ବିସ୍ଫୋରଣରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ କାରଖାନାର କିଛି ଅଂଶ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ପୁଲିସ ଓ ଜରୁରୀକାଳୀନ ସେବା କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଭଗ୍ନାବିଶେଷ ତଳେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି । ବିସ୍ଫୋରଣରେ ୨୦ରୁ ଅଧ୍ଚଳ ଶ୍ରମିକ ଆହତ ହୋଇଛନ୍ତି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories