www.samajalive.in
Sunday, December 7, 2025
14.1 C
Bhubaneswar

ହାଇଦ୍ରାବାଦ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟଣା; ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ହାଇଦ୍ରାବାଦ: ହାଇଦ୍ରାବାଦର ନାମ୍ପାଲିସ୍ଥିତ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଘଟଣାରେ ପ୍ରଥମେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟା ୯କୁ ବୃଦ୍ଧି ପାଇଛି। ନିଆଁ ଖୁବ ଜୋରରେ ବ୍ୟାପିବାରୁ ଲୋକେ ଘର ଭିତରୁ ବାହାରି ପାରିନଥିବାରୁ ମୃତ୍ୟୁ ଘଟିଛି।

ତେବେ ତଳେ ଏକ କାର୍‌ ମରାମତି କାର୍ଯ୍ୟ ଚଲୁଥିବା ବେଳେ ଅଚାନକ ବିସ୍ଫୋରଣ ଘଟିବାରୁ ଏହି ଅଗ୍ନିକାଣ୍ଡ ଘଟିଛି। ସଦ୍ୟ ସୂଚନା ମୁତାବକ, ନିଆଁକୁ ଆୟତ୍ତ କରାଯାଇଛି ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉପର ମହଲାରେ ଫସି ରହିଥିବା ଲୋକମାନଙ୍କୁ ଝରକା ବାଟ ଦେଇ ସୁରକ୍ଷିତ ଭାବେ ବାହାରକୁ ବାହାର କରାଯାଉଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories