www.samajalive.in
Friday, December 5, 2025
20.1 C
Bhubaneswar

ହାଇଦରାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲା : ଆଉ ଜଣେ ଦୋଷୀ ସାବ୍ୟସ୍ତ

ହାଇଦରାବାଦ : ହାଇଦରାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ନିମ୍ନ ଅଦାଲତ ଆଉଜଣେ ଅଭିଯୁକ୍ତକୁ ଦୋଷୀସାବ୍ୟସ୍ତ କରିଛନ୍ତି। ସିରିଏଲ ବୋମା ବିସ୍ଫୋରଣ ଘଟାଇଥିବା ଦୋଷୀମାନଙ୍କୁ ଏହି ଅଭିଯୁକ୍ତ ଆଶ୍ରୟ ଦେଇଥିବା ଦର୍ଶାଇ ଦ୍ୱିତୀୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ୍‍ ସେହି ବ୍ୟକ୍ତିଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି। ୨୦୦୭ ମସିହାରେ ହାଇଦ୍ରାବାଦର ଲୁମ୍ବିନି ପାର୍କ ଓ ଗୋକୁଲ ଚାଟ୍‍ରେ ଘଟିଥିବା ଦୁଇଟି ବିସ୍ଫୋରଣରେ ୪୨ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୫୦ଜଣ ଆହତ ହୋଇଛନ୍ତି।

ଗତ ସପ୍ତାହରେ ଅଦାଲତ ଏହି ମାମଲାରେ ୨ଜଣଙ୍କୁ ଦୋଷୀସାବ୍ୟସ୍ତ କରିଥିବାବେଳେ ଅନ୍ୟ ୨ଜଣଙ୍କୁ ଦୋଷମୁକ୍ତ କରିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories