ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ, ପାଇଲଟ ସୁରକ୍ଷିତ

ଡେସ୍କ: ରାଜସ୍ଥାନର ଜୈସଲମେର ନିକଟରେ ଭାରତୀୟ ବାୟୁସେନାର ହାଲୁକା ଲଢୁଆ ବିମାନ ତେଜସ ଆଜି ଏକ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପାଇଲଟ୍ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ବୋଲି ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ବାୟୁସେନା ପକ୍ଷରୁ ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ନବୀନଙ୍କ ବଡ ଘୋଷଣା; ସରପଞ୍ଚ ପାଇବେ . . . ୨୩ ବର୍ଷ ପୂର୍ବେ ୨୦୦୧ମସିହାରେ ସ୍ୱଦେଶୀ ବିମାନର ପ୍ରଥମ ପରୀକ୍ଷଣ ଉଡ଼ାଣ ପରେ ଏହା … Continue reading ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ, ପାଇଲଟ ସୁରକ୍ଷିତ