www.samajalive.in
Saturday, December 6, 2025
15.1 C
Bhubaneswar

ଜାମନଗରରେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ମୃତ

ଜାମନଗର : ଗୁଜରାତର ଜାମନଗର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । କ୍ରାଶ୍ ପରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଏହା ଏକ ଯୁଦ୍ଧ ବିମାନ ଜାଗୁଆର ବୋଲି ଜଣାପଡିଛି । ଦୁର୍ଘଟଣାପରେ ଏହା ଜଳିଯାଇଛି । କ୍ରାଶ୍ ହୋଇଥିବା ସ୍ଥାନରେ ସ୍ଥାନୀୟ ଲୋକେ, ପୁଲିସ ଓ ପ୍ରଶାସନ ପହଞ୍ଚିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories