www.samajalive.in
Saturday, December 13, 2025
18.1 C
Bhubaneswar

ଆଇଏଏସସ୍ତରରେ ଛୋଟ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଏଏସସ୍ତରରେ ଛୋଟ ଅଦଳବଦଳ କରାଯାଇଛି। ଶୁକ୍ରବାର ଗୃହବିଭାଗର ଅତିରିକ୍ତ ଶାସନ ସଚିବ ପାର୍ଥସାରଥୀ ମିଶ୍ରଙ୍କୁ ସାଧାରଣ ଉଦ୍ୟୋଗ ବିଭାଗକୁ ବଦଳି କରାଯାଇଛି।
ସେହିପରି ସୋନପୁରର ପୂର୍ବତନ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ଗୃହବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଥାଉକି ନିକଟରେ ଶ୍ରୀ ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗରୁ ଗୃହବିଭାଗକୁ ବଦଳି କରାଯାଇଥିଲା।

Hot this week

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories