mission shakti banner

ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

BSKY banner  750×100
0

ଭୁବନେଶ୍ୱର : ବରିଷ୍ଠ ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ ପ୍ରଶାସନିକ ଅଧିକାରୀ ମଧୁସୂଦନ ପାଢୀଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ସି.ଜେ ବେଣୁଗୋପାଳଙ୍କୁ ସୂଚନା ପ୍ରଯୁକ୍ତିବିଦ୍ୟାର ପ୍ରମୁଖ ସଚିବ ଏବଂ ଶାଶ୍ୱତ ମିଶ୍ରଙ୍କୁ ପରିବହନ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

Leave A Reply