www.samajalive.in
Wednesday, December 10, 2025
23.1 C
Bhubaneswar

ମୁଖ୍ୟ ଶାସନ ସଚିବଙ୍କ ବିନା ଅନୁମତିରେ ଛୁଟି ନେଇ ପାରିବେନି ଆଇଏଏସ

ଭୁବନେଶ୍ଵର: ଏଣିକି ରାଜ୍ୟରେ କାର୍ଯ୍ୟରତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ(ଆଇଏଏସ) ଛୁଟିରେ ରହିଲେ ମୁଖ ଶାସନ ସଚିବଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଆଇଏଏସ ଅଧିକାରୀ ମୁଖ୍ୟ ଶାସନ ସଚିବଙ୍କ ବିନା ଅନୁମତିରେ ଛୁଟି ନେଇ ପାରିବେନାହିଁ। ଆଜି ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନେକ ଅଧିକାରୀ ବିନା ଅନୁମତିରେ ଛୁଟିରେ ରହୁଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ବିନା ଅନୁମତିରେ ଛୁଟି ଓ ହେଡ୍ କ୍ବାର୍ଟର ଛାଡୁଥିବାରୁ କାମରେ ବାଧା ଉପୁଜୁଛି ବୋଲି କୁହାଯାଇଛି।

 

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories