www.samajalive.in
Tuesday, December 9, 2025
15.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ, ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦେଶକ ଭାବେ ନିଯୁକ୍ତ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ରାଜ୍ୟରେ ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦେଶକ ଭାବେ ନିଯୁକ୍ତ ହୋଇଥିବାବେଳେ ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ବୀନିତ ଭରଦ୍ବାଜଙ୍କୁ ପଞ୍ଚାୟତିରାଜ ନିର୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପାରୁଲ ପଟ୍ଟାୱାରିଙ୍କୁ ଓପେପାର ପ୍ରକଳ୍ପ ନିର୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories