www.samajalive.in
Thursday, December 11, 2025
18.1 C
Bhubaneswar

ବିଶ୍ୱକପ୍‌ର ପ୍ରଥମ ମ୍ୟାଚରେ ଇଂଲଣ୍ଡ-ନ୍ୟୁଜିଲ୍ୟାଣ୍ଡ ମୁକାବିଲା

ଡେସ୍କ: ଆଇସିସି ବିଶ୍ୱକପ୍‌ର ଆଜି ଉଦଘାଟନୀ ଦିବସରେ ଅହମଦାବାଦର ମୋଟେରାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଇଂଲଣ୍ଡ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ନ୍ୟୁଜିଲ୍ୟାଣ୍ଡ ଅଧିନାୟକ କେନ୍ ୱିଲିୟମସନ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନ ଥିବାରୁ ସେ ଆଜିର ମ୍ୟାଚରେ ଅନୁପସ୍ଥିତ ଅଛନ୍ତି।

ନ୍ୟୁଜିଲ୍ୟାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ସୁଦ୍ଧା ଇଂଲଣ୍ଡ ୩୩ ଓଭରରେ ୪ ୱିକେଟ୍ ହରାଇ ୧୮୭ ରନ ସଂଗ୍ରହ କରିଛି।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories