ଦେଖନ୍ତୁ ଭିଡିଓ; କୁଲ୍‌ଫି ଖାଇବା ବେଳେ ବାହାରିଲା ବ୍ଲେଡ୍‌,ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଏଭଳି ଭିଡିଓ ଭାଇରାଲ୍‌ ହୋଇଥାଏ, ଯାହା ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ । ନିକଟରେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଥିବା ଏକ ଭିଡିଓ ଲୋକଙ୍କ ହୋସ୍‌ ଉଡାଇବା ସହ ଭୟଭୀତ ମଧ୍ୟ କରୁଛି । ଭିଡିଓଟି ଉତ୍ତରପ୍ରଦେଶର ଗୋରଖପୁରର ବୋଲି ଦାବି କରାଯାଉଛି । ଏଠାରେ କିଛି ଲୋକେ ଗରମରୁ ଆଶ୍ୱସ୍ତି ପାଇଁ କୁଲ୍‌ଫି, ଫାଲୁଦା ଖାଉବାକୁ ଏକ ଦୋକାନରେ ପହଞ୍ଚିଥିଲେ । କିଛି … Continue reading ଦେଖନ୍ତୁ ଭିଡିଓ; କୁଲ୍‌ଫି ଖାଇବା ବେଳେ ବାହାରିଲା ବ୍ଲେଡ୍‌,ଆଉ ତା’ପରେ..