www.samajalive.in
Monday, December 15, 2025
16.1 C
Bhubaneswar

ଦେଶରେ ଆଜି ସୁଦ୍ଧା କରୋନା ପରୀକ୍ଷା ସଂଖ୍ୟା ୩୪ ଲକ୍ଷ ୮୩ ହଜାର ୮୩୮

ସମାଜ ପୋର୍ଟାଲ ଡେସ୍କ: ଭାରତୀୟ ଡାକ୍ତରୀ ଗବେଷଣା ପରିଷଦ-ଆଇସିଏମ୍‍ଆରର ରିପୋର୍ଟ ଅନୁସାରେ ଗତ ୨୪ ଘଂଟା ଭିତରେ ୧ଲକ୍ଷ ୨୧ ହଜାର ୭୦୨ଟି କୋଭିଡ୍‍ ନମୁନାର ପରୀକ୍ଷା କରାଯାଇଛି। ଏଥି ସହିତ ଦେଶରେ ଏ ପର୍ଯ୍ୟନ୍ତ ୩୪ ଲକ୍ଷ ୮୩ ହଜାର ୮୩୮ଟି ନମୁନାର ପରୀକ୍ଷା କରାଯାଇ ସାରିଲାଣି। ଆଇସିଏମ୍‍ଆର୍‍ ଏହାର ପରୀକ୍ଷାଗାରଗୁଡ଼ିକର ସଂଖ୍ୟା ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରଖିଛି। ଏଥିପାଇଁ ଉଭୟ ସରକାରୀ ଓ ବେସରକାରୀ ପରୀକ୍ଷାଗାରଗୁଡ଼ିକୁ ଅନୁମତି ଦିଆଯାଉଛି।

ବର୍ତମାନ ସୁଦ୍ଧା ୬୪୧ଟି ପରୀକ୍ଷାଗାରରେ ନମୁନା ପରୀକ୍ଷା କରାଯାଉଛି, ଯାହା ମଧ୍ୟରେ ୪୪୬ଟି ସରକାରୀ ପରୀକ୍ଷାଗାର ଥିବାବେଳେ ୧୯୫ଟି ବେସରକାରୀ ପରୀକ୍ଷାଗାର ରହିଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories