www.samajalive.in
Monday, December 15, 2025
14.1 C
Bhubaneswar

ଫିକ୍ସଡ ଡିପୋଜିଟରେ ସୁଧ ହାର ବଢାଇଲା ଏହି ବ୍ୟାଙ୍କ

ନୂଆଦିଲ୍ଲୀ : ଆଇଡିଏଫସି ଫର୍ଷ୍ଟ ବ୍ୟାଙ୍କ ଫିକ୍ସ୍ଡ ଡିପୋଜିଟରେ ମିଳୁଥିବା ସୁଧ ହାରରେ ପରିବର୍ତ୍ତନ କରିଛି । ଏହି ପରିବର୍ତ୍ତନ ପରେ ବ୍ୟାଙ୍କରେ ଏଫଡି କରାଇଲେ ନାଗରିକଙ୍କୁ ୩.୦ ପ୍ରତିଶତରୁ ୮.୦ ପ୍ରତିଶତ ପର୍ଯ୍ୟନ୍ତ ବାର୍ଷିକ ସୁଧ ମିଳିବ ।

ସେହିଭଳି ବରିଷ୍ଠ ନାଗରିକଙ୍କୁ ବ୍ୟାଙ୍କ ସାଧାରଣ ନାଗରିକଙ୍କ ତୁଳନାରେ ୦.୫୦ ପ୍ରତିଶତ ଅଧିକ ସୁଧ ଦେଉଛି । ଏଭଳି କ୍ଷେତ୍ରରେ ତାଙ୍କୁ ୩.୫୦ ପ୍ରତିଶତରୁ ୮.୫୦ ପ୍ରତିଶତ ପର୍ଯ୍ୟନ୍ତ ବାର୍ଷିକ ସୁଧ ଦେବ ବ୍ୟାଙ୍କ । ସୁଧ ହାରରେ ପରିବର୍ତ୍ତନ ୨ କୋଟି ଟଙ୍କାରୁ କମର ଏଫଡିରେ କରାଯାଇଛି । ଏହି ନୂଆ ହାର ଗୁରୁବାରଠୁ ଲାଗୁ ହୋଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories