www.samajalive.in
Monday, December 15, 2025
15.1 C
Bhubaneswar

ପିଆଇବି ଭୁବନେଶ୍ବର କାର୍ଯ୍ୟାଳୟ ପରିଦର୍ଶନ କଲେ ଆଇଆଇଏସ ଶିକ୍ଷାନବୀସ

ଡେସ୍କ: ଭାରତୀୟ ସୂଚନା ସେବା (ଆଇଆଇଏସ) ୨୦୨୨ ଓ ୨୦୨୩ ବ୍ୟାଚର ଆଠ ଜଣ ଶିକ୍ଷାନବୀସ ପ୍ରଶିକ୍ଷଣ ଭ୍ରମଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେମାନେ ଭୁବନେଶ୍ବରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି। ଭୁବନେଶ୍ବର ଏନଏବିଏମ ପରିସରରେ ଥିବା ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) କାର୍ଯ୍ୟାଳୟ ପରିଦର୍ଶନ କରିବା ସହିତ ସେଠାକାର କାର୍ଯ୍ୟଧାରା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ମତବିନିମୟ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories