ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭୁବନେଶ୍ୱରସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍) ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୯୦୧ଟି ନମୁନା ପରୀକ୍ଷା କରିଥିବାରୁ ସେମାନଙ୍କୁ ପ୍ରଶଂସା କରିଛନ୍ତି। ଏହାସହିତ ରାଜ୍ୟରେ କୋଭିଡ୍ ପରୀକ୍ଷଣ ପ୍ରସ୍ତୁତିକୁ ଜୋରଦାର କରିବା ପାଇଁ ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି କରିବା ନିମନ୍ତେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାରିପଦା, ବାଲେଶ୍ୱର, କୋରାପୁଟ ଓ ବଲାଙ୍ଗୀରରେ ମଧ୍ୟ ଟେଷ୍ଟିଂ ସୁବିଧାର ବିକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
Popular Categories



