www.samajalive.in
Friday, December 5, 2025
26.1 C
Bhubaneswar

ବାତ୍ୟା କିମ୍ବା ଅବପାତ ହେବନି : ଆଇଏମ୍‌ଡି ଡିଜି

ଭୁବନେଶ୍ଵର : ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମଡି ଡିଜି ସୂଚନା ଦେଇଛନ୍ତି। କହିଛନ୍ତି ବାତ୍ୟା କିମ୍ବା ଅବପାତ ନାହିଁ। ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଲଘୁଚାପ ଯୋଗୁଁ ଦୁଇ ଦିନ ଧରି ବର୍ଷା ହେଉଥିଲା , ତାହା କମିବାକୁ ଲାଗିବ। ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ଆଭ୍ୟନ୍ତରୀଣ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇରହିଛି। ତେଣୁ ବର୍ଷାର ପରିମାଣ ଧୀରେ ଧୀରେ କମିବ। ପାର୍ବଣରେ ବର୍ଷା ହେବ କି ନାହିଁ , ଏବେଠୁ କହିହେବ ନାହିଁ। କିନ୍ତୁ କୌଣସି ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉନଥିବା ଆଇଏମଡି ଡିଜି କହିଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories