www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତା ୪ ଦିନ ଯାଏଁ ପୂର୍ବ ଓ କେନ୍ଦ୍ରୀୟ ଭାରତରେ ଗ୍ରୀଷ୍ମ ପ୍ରବାହ

ଡେସ୍କ: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପୂର୍ବ ଓ କେନ୍ଦ୍ରୀୟ ଭାରତର କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚଳିତ ମାସ ୧୨ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଓଡ଼ିଶା, ପଞ୍ଜାବ ଓ ହରିୟାଣାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ ବୋଲି ଆଇଏମଡି କହିଛି।

ନିଟ୍-ୟୁଜି ପରୀକ୍ଷାରେ ଗ୍ରେସ୍ ମାର୍କ ବିଭ୍ରାଟ, ସମୀକ୍ଷା କରିବ ୪ ଜଣିଆ କମିଟି

- Advertisement -

ଆସନ୍ତାକାଲି ପର୍ଯ୍ୟନ୍ତ ପୂର୍ବ ଭାରତରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ଏବଂ ଉତ୍ତର-ପଶ୍ଚିମ ଭାରତରେ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଦେଶର ବାକି ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ୱାୟନାଡ୍‌ ଛାଡ଼ି ରାୟବରେଲି ରଖିବେ ରାହୁଲ

ସେହିପରି ଆସନ୍ତା ୫ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତ, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଘଡ଼ଘଡ଼ି, ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଗୋଆ, ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ ଏବଂ ଲାକ୍ଷାଦ୍ୱୀପରେ ମଧ୍ୟ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ରହିବ ବୋଲି ଆଇଏମଡି କହିଛି। ଜମ୍ମୁ-କଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଉତ୍ତର ଭାରତରେ ଆଜି ସାମାନ୍ୟ ସ୍ଥିତି ରହିବ।

ସମ୍ଭାବ୍ୟ ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫୋନ୍‌‌ କଲ୍‌‌

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories