www.samajalive.in
Sunday, December 7, 2025
23.1 C
Bhubaneswar

ଆର୍ଥିକ ବର୍ଷ ୨୪-୨୫ ପାଇଁ ଜିଡିପି ପୂର୍ବାନୁମାନ ୭%କୁ ବୃଦ୍ଧି କଲା ଆଇଏମ୍‌ଏଫ୍

ଡେସ୍କ: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ୨୦୨୪ – ୨୫ ଆର୍ଥିକ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି)କୁ ୨୦ ବେସିସ୍ ପଏଣ୍ଟ ବୃଦ୍ଧି କରି ୭%ରେ ପହଞ୍ଚାଇଛି। ଏପ୍ରିଲ୍ ମାସରେ ପୂର୍ବ ଆକଳନ ୬.୮% ରହିଥିବା ବେଳେ ଆଇଏମ୍‌ଏଫ୍ ଏହାର ପୂର୍ବାନୁମାନକୁ ସଂଶୋଧନ କରିଛି।

ଶପଥ ଗ୍ରହଣ କଲେ ସୁପ୍ରିମକୋର୍ଟର ଦୁଇ ନୂଆ ବିଚାରପତି ଜଷ୍ଟିସ ଏନ କୋଟିଶ୍ୱର ସିଂହ ଓ ଜଷ୍ଟିସ୍ ଆର୍ ମହାଦେବନ

- Advertisement -

ଆଇଏମଏଫର ‘ୱାର୍ଲ୍ଡ ଇକୋନୋମିକ୍ ଆଉଟଲୁକ୍‌’ ରିପୋର୍ଟ ଅନୁଯାୟୀ ଚଳିତ ବର୍ଷ ପାଇଁ ଭାରତର ଆର୍ଥିକ ଅଭିବୃଦ୍ଧି ପୂର୍ବାନୁମାନକୁ ମଧ୍ୟ ୭%କୁ ବୃଦ୍ଧି କରାଯାଇଛି। ଆଇଏମ୍‌ଏଫ୍ ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଭାରତରେ ଅଭିବୃଦ୍ଧି ପୂର୍ବାନୁମାନକୁ ୭%କୁ ସଂଶୋଧନ କରାଯାଇଛି। ଆଇଏମଏଫ ୨୦୨୫ ପାଇଁ ଭାରତର ଅଭିବୃଦ୍ଧି ହାର ୬.୫% ରହିବ ବୋଲି ଆକଳନ କରିଛି।

ଶନିବାର ସୁଦ୍ଧା ନିଟ୍ ପରୀକ୍ଷା ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories