www.samajalive.in
Saturday, December 13, 2025
26.1 C
Bhubaneswar

ପଶ୍ଚିମବଙ୍ଗରେ ବିଜେପି ପଦଯାତ୍ରାର ନେତୃତ୍ବ ନେବେ ଆଦିତ୍ୟନାଥ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ହେବାକୁ ଯାଉଥିବା ବିଜେପିର ପଦଯାତ୍ରାର ନେତୃତ୍ବ ନେବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ବିଜେପିର ପଦଯାତ୍ରାର ନେତୃତ୍ବ ନେବାକୁ ସ୍ଥିର ହୋଇଥିବାବେଳେ ଅସୁସ୍ଥତା କାରଣରୁ ତାଙ୍କର ଉପସ୍ଥିତି ଆଶଙ୍କା ମଧ୍ୟରେ ରହିଛି। ଜାନୁଆରୀ ୨୦ରୁ ବିଜେପିର ଏହି ପଦଯାତ୍ରା ଆରମ୍ଭ ହେବ। ଏହି ସମୟ ମଧ୍ୟରେ ଶାହା ଯଦି ସୁସ୍ଥ ନ ହୁଅନ୍ତି ତେବେ ଆଦିତ୍ୟନାଥ ଏହାର ନେତୃତ୍ବ ନେବେ। ଶାହା ଏବେ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ହୋଇଥିବାରୁ ଏମ୍ସରେ ଚିକିତ୍ସିତ ହେଉଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories