www.samajalive.in
Monday, December 8, 2025
20.1 C
Bhubaneswar

ଚାଟାର୍ଡ ଆକାଉଣ୍ଟ ଫାଇନାଲ ପରୀକ୍ଷା ସ୍ଥଗିତ

ସମାଜ ଡିଜିଟାଲ ଡେସ୍କ: ଭାରତ-ପାକିସ୍ତାନ ଉତ୍ତେଜନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଚାଟାର୍ଡ ଆକାଉଣ୍ଟର ଫାଇନାଲ ପରୀକ୍ଷା ସ୍ଥଗିତ କରାଯାଇଛି । ଅବଶିଷ୍ଟ ପରୀକ୍ଷା ସ୍ଥଗିତ ନେଇ ଆଇସିଏଆଇ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ଅନେକ ରାଜ୍ୟରେ ବର୍ତ୍ତମାନ ହାଇଆଲର୍ଟ ଜାରି କରାଯାଇଥିବା ବେଳେ ଏଭଳି ସ୍ଥିତିରେ ଚାଟାର୍ଡ ଆକାଉଣ୍ଟର ପରୀକ୍ଷାକୁ ସ୍ଥଗିତ କରାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories