www.samajalive.in
Sunday, December 7, 2025
26.1 C
Bhubaneswar

ଆସନ୍ତା ୩ ଦିନରେ ରାଜ୍ୟଗୁଡିକୁ ଦିଆଯିବ ୩୬ ଲକ୍ଷରୁ ଅଧିକ ଟିକା

ନୂଆଦିଲ୍ଲୀ : ଦେଶରେ ଟିକାର କୌଣସି ଅଭାବ ନାହିଁ। ଦେଶ ବ୍ୟାପୀ ଟିକାରକରଣ ଅଭିଯାନ ସୁରୁଖୁରୁରେ ଆଗେଇ ଚାଲିଛି। ଆସନ୍ତା ୩ ଦିନ ଭିତରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ୩୬ ଲକ୍ଷରୁ ଅଧିକ ଡୋଜ୍‍ କୋବିଡ ପ୍ରତିଷେଧକ ଟିକା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ।

ଅନ୍ୟପକ୍ଷରେ ସରକାର ଏପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୧୭ କୋଟି ୨ ଲକ୍ଷ କୋବିଡ ପ୍ରତିଷେଧକ ମାଗଣାରେ ଦେଇସାରିଲେଣି। ତାହା ମଧ୍ୟରୁ ପ୍ରାୟ ୧୬କୋଟି ୮ ଲକ୍ଷ ଡୋଜ୍‍ ପ୍ରତିଷେଧକ ଲୋକମାନଙ୍କୁ ଦିଆଯାଇ ସାରିଛି।  ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଖରେ ୯୪ଲକ୍ଷ ୪୭ ହଜାରରୁ ଅଧିକ ଡୋଜ୍‍ କୋବିଡ
ପ୍ରତିଷେଧକ ମହଜୁଦ ଅଛି।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories