www.samajalive.in
Tuesday, December 9, 2025
17.1 C
Bhubaneswar

ଭୁବନେଶ୍ୱର ବିମାନ ବନ୍ଦର କ୍ଷମତା ବୃଦ୍ଧି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତଃରାଷ୍ଟ୍ରୀୟ ବିମାନ ବନ୍ଦରର କ୍ଷମତା ବୃଦ୍ଧି ପାଇଁ ଲିଙ୍କ୍‍ ବିଲ୍‍ଡିଂ ସମାନ୍ତରାଳ ଟ୍ୟାକ୍ସି ଟ୍ରାକ୍‍ ଏବଂ ଅତିରିକ୍ତ ପାର୍କିଂ ବେଜର ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ତଥା ବେସାମରିକ ଉଡ଼ାଣ ମନ୍ତ୍ରୀ ସୁରେଶ ପ୍ରଭୁ, କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ୍‍ ଓରାମ ଓ କେନ୍ଦ୍ର ପେଟ୍ରୋଲିୟମ୍‍, ପ୍ରାକୃତିକ ଗ୍ୟାସ୍‍, କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଏହା ଦ୍ୱାରା ଉଡ଼ାଜାହାଜ ସଂଚାଳନ କ୍ଷମତା ଘଣ୍ଟା ପ୍ରତି ୧୨ ରୁ ୨୫ ମୁଭମେଣ୍ଟସକୁ ବୃଦ୍ଧି ପାଇବା ସହ ଆଠ କୋଡ଼ – ସି ଉଡ଼ାଜାହାଜ ମଧ୍ୟ ଅବତରଣ କରିପାରିବ। ଏଥିପାଇଁ ୧୪୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିବା ବେଳେ ଯାତ୍ରୀ ସଞ୍ଚାଳନ କ୍ଷମତା ବାର୍ଷିକ ୩.୫ ନିୟୁତ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ୮୭ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories